Odia Medium by Odia Tips

Odia Medium By OdiaTips

Odia Medium By OdiaTips: All Odia Medium Questions With Answers. Which are MCQ (Multiple Choice Questions). For 8th, 9th, and 10th Students.

0%
3167
BEST OF LUCK!!!

GOOD TRY,

Keep Practicing, Keep Improving.


Odisha-GK-Question-and-Answer

Odisha GK Question and Answer (Odisha GK Online Test)

ସାଧାରଣ ଜ୍ଞାନ କୁଇଜ୍

1 / 50

1. ଓଡ଼ିଶାର ଭାତହାଣ୍ଡି କାହାକୁ କୁହାଯାଏ?

2 / 50

2. ଓଡ଼ିଶାର ପ୍ରଥମ ରଙ୍ଗୀନ ଫିଲ୍ମର ନାମ କଣ?

3 / 50

3. ଓଡ଼ିଶାର ବ୍ଲକ୍ ସଂଖ୍ୟା କେତେ ?

4 / 50

4. ମହିମା ଧର୍ମର ପ୍ରତିଷ୍ଠାତା କିଏ ?

5 / 50

5. ଓଡ଼ିଶାର ଗଦା କ୍ଷେତ୍ର କେଉଁଠି ଅବସ୍ଥିତ?

6 / 50

6. ଓଡ଼ିଶାର ବିହଙ୍ଗ ବିହାର କେଉଁଠି ଅବସ୍ଥିତ?

7 / 50

7. ପିପିଲି କାହିଁକି ପ୍ରସିଦ୍ଧ ?

8 / 50

8. ଓଡ଼ିଶାର କେଉଁଠି କେନ୍ଦ୍ରିୟ ମାଛଚାଷ ଗବେଷଣା କେନ୍ଦ୍ର ଅଛି ?

9 / 50

9. ଓଡ଼ିଶାର ଧଳା ପାଗୋଡ଼ା କାହାକୁ କୁହାଯାଏ?

10 / 50

10. ଓଡ଼ିଶାର ଇସ୍ପାତ ସହର କେଉଁଠି ଅବସ୍ଥିତ?

11 / 50

11. ଓଡ଼ିଶାର ପ୍ରଥମ ଫିଲ୍ମର ନାମ କଣ?

12 / 50

12. ଓଡ଼ିଶାର କେଉଁଠାରେ ସ୍ପଞ୍ଜ ଲୁହା କାରଖାନା ଅଛି ?

13 / 50

13. ଓଡ଼ିଶାର ଠାକୁରାଣୀ ପାହାଡ଼ରୁ କ’ଣ ମିଳିଥାଏ ?

14 / 50

14. ଓଡ଼ିଶାର ଶାବର କ୍ଷେତ୍ର କେଉଁଠି ଅବସ୍ଥିତ?

15 / 50

15. ଓଡ଼ିଶାର ଶଙ୍ଖକ୍ଷେତ୍ର କେଉଁଠି ଅବସ୍ଥିତ?

16 / 50

16. କେବେ ସମ୍ବଲପୁର ଓଡ଼ିଶା ସହ ମିଶିଥିଲା ?

17 / 50

17. ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦ ପତ୍ରର ନାମ କଣ?

18 / 50

18. ପେରୋସିଲିକନ୍ କାରଖାନା ଓଡ଼ିଶାରେ କେଉଁଠି ଅଛି ?

19 / 50

19. କେଉଁ ମସିହାରେ ଚିଲିକା ହ୍ରଦକୁ ଭାରତୀୟ ଆର୍ଦ୍ରଭୂମି ରୂପେ ମାନ୍ୟତା ମିଳିଛି ?

20 / 50

20. ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" କେବେ ପ୍ରକାଶ ପାଇଥିଲା ?

21 / 50

21. କେଉଁ ସଂକ୍ରାନ୍ତିରେ ଓଡ଼ିଆ ନବବର୍ଷ ପାଳନ କରାଯାଏ?

22 / 50

22. ଓଡ଼ିଶାର ଅର୍କକ୍ଷେତ୍ର କେଉଁଠି ଅବସ୍ଥିତ?

23 / 50

23. ଓଡ଼ିଶାର ସର୍ବାଧିକ ମରୁଡ଼ି ଗ୍ରସ୍ତ ଜିଲ୍ଲା କେଉଁଠି ?

24 / 50

24. ଓଡ଼ିଶାର ସ୍ୱର୍ଣ୍ଣକ୍ଷେତ୍ର କାହାକୁ କୁହାଯାଏ?

25 / 50

25. ଓଡ଼ିଶାର ତୁଳସୀ କ୍ଷେତ୍ର କେଉଁଠି ଅବସ୍ଥିତ?

26 / 50

26. ଓଡ଼ିଶାର କେଉଁ ସ୍ଥାନ ଦସ୍ତା ପାଇଁ ପ୍ରସିଦ୍ଧ ?

27 / 50

27. ୧୯୯୧ରେ ଓଡ଼ିଶାର ଜନସଂଖ୍ୟା କେତେ?

28 / 50

28. ଓଡ଼ିଶାର ବ୍ୟାସକ୍ଷେତ୍ର କେଉଁଠି ଅବସ୍ଥିତ?

29 / 50

29. କେଉଁ ମସିହାରେ ମହା ବାତ୍ୟା ହୋଇଥିଲା ?

30 / 50

30. ଓଡ଼ିଶାର କେଉଁଠାରେ ଆଜବେଷ୍ଟସ୍ କାରଖାନା ଅଛି ?

31 / 50

31. ଓଡ଼ିଶାର ମୁଖ୍ୟ ଫସଲର ନାମ କଣ?

32 / 50

32. ଓଡ଼ିଶା ଦେଇ ଯାଇଥିବା ରେଳପଥର ନାମ କ'ଣ ?

33 / 50

33. ଓଡ଼ିଶାର ବାଣୀକ୍ଷେତ୍ର କେଉଁଠି ଅବସ୍ଥିତ?

34 / 50

34. ଓଡ଼ିଶାର ଜ୍ୟୋତି ବିହାର କେଉଁଠି ଅବସ୍ଥିତ?

35 / 50

35. ଓଡ଼ିଶାର ଲୋକସଭାର ସଦସ୍ୟ ସଂଖ୍ୟା କେତେ?

36 / 50

36. ଓଡ଼ିଶାର ଗଙ୍ଗା କାହାକୁ କୁହାଯାଏ?

37 / 50

37. ଉତ୍କଳ ଦୀପିକା ପତ୍ରିକା ର ସମ୍ପାଦକ କିଏ ?

38 / 50

38. ସୁନାରୂପା ତାରକସି କାମ ପାଇଁ ଓଡ଼ିଶାର କେଉଁ ସ୍ଥାନ ପ୍ରସିଦ୍ଧ ?

39 / 50

39. ସୁନାବେଡ଼ାରେ କେଉଁ କାରଖାନା ଅଛି ?

40 / 50

40. ଓଡ଼ିଶାର କଳା ପାଗୋଡ଼ା କାହାକୁ କୁହାଯାଏ?

41 / 50

41. କେଉଁ ମସିହାରେ ଓଡ଼ିଆ ଭାଷା ସରକାରୀ ଭାଷା ଭାବରେ ସ୍ବୀକୃତି ପାଇଥିଲା?

42 / 50

42. ଓଡ଼ିଶାର କୈଳାସ କେଉଁଠି ଅବସ୍ଥିତ?

43 / 50

43. ଓଡ଼ିଶାର ସ୍ଵର୍ଣ୍ଣ ତ୍ରିଭୁଜ କାହାକୁ କୁହାଯାଏ?

44 / 50

44. ଓଡ଼ିଶାର କାଶ୍ମୀର କାହାକୁ କୁହାଯାଏ?

45 / 50

45. ରାଜା ଖାରବେଳ କେଉଁ ବଂଶଜ ?

46 / 50

46. ଓଡ଼ିଶାର ଭଞ୍ଜ ବିହାର କେଉଁଠି ଅବସ୍ଥିତ?

47 / 50

47. ଓଡ଼ିଶାର କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା କିଏ ?

48 / 50

48. ଓଡ଼ିଶାର କାଶୀ କାହାକୁ କୁହାଯାଏ?

49 / 50

49. କୋଣାର୍କର ସୂର୍ଯ୍ୟ ମନ୍ଦିର କିଏ ନିର୍ମାଣ କରିଥିଲେ?

50 / 50

50. ଓଡ଼ିଶାରେ କେବେ ମହାବାତ୍ୟା ହୋଇଥିଲା?

Your score is

Share with your friends.

LinkedIn Facebook Twitter
0%

Advertisements