9th Class All Books PDF

9th Class All Books PDF

On this page, you can find the entire 9th Class Odia Medium book in PDF format and you can download it and read it as Soft Copy on your phone.

0%
3181
BEST OF LUCK!!!

GOOD TRY,

Keep Practicing, Keep Improving.


Odisha-GK-Question-and-Answer

Odisha GK Question and Answer (Odisha GK Online Test)

ସାଧାରଣ ଜ୍ଞାନ କୁଇଜ୍

1 / 50

1. ଓଡ଼ିଶାର ପ୍ରଥମ ରଙ୍ଗୀନ ଫିଲ୍ମର ନାମ କଣ?

2 / 50

2. ଓଡ଼ିଶାର ବ୍ୟାସକ୍ଷେତ୍ର କେଉଁଠି ଅବସ୍ଥିତ?

3 / 50

3. ଓଡ଼ିଶାର କାଶ୍ମୀର କାହାକୁ କୁହାଯାଏ?

4 / 50

4. ମହିମା ଧର୍ମର ପ୍ରତିଷ୍ଠାତା କିଏ ?

5 / 50

5. ଓଡ଼ିଶାର କେଉଁଠି କେନ୍ଦ୍ରିୟ ମାଛଚାଷ ଗବେଷଣା କେନ୍ଦ୍ର ଅଛି ?

6 / 50

6. କେଉଁ ମସିହାରେ ମହା ବାତ୍ୟା ହୋଇଥିଲା ?

7 / 50

7. ୧୯୯୧ରେ ଓଡ଼ିଶାର ଜନସଂଖ୍ୟା କେତେ?

8 / 50

8. ଓଡ଼ିଶାର କୈଳାସ କେଉଁଠି ଅବସ୍ଥିତ?

9 / 50

9. ଓଡ଼ିଶାର ବ୍ଲକ୍ ସଂଖ୍ୟା କେତେ ?

10 / 50

10. ଓଡ଼ିଶାର ବିହଙ୍ଗ ବିହାର କେଉଁଠି ଅବସ୍ଥିତ?

11 / 50

11. ଓଡ଼ିଶାର ଧଳା ପାଗୋଡ଼ା କାହାକୁ କୁହାଯାଏ?

12 / 50

12. ସୁନାରୂପା ତାରକସି କାମ ପାଇଁ ଓଡ଼ିଶାର କେଉଁ ସ୍ଥାନ ପ୍ରସିଦ୍ଧ ?

13 / 50

13. ସୁନାବେଡ଼ାରେ କେଉଁ କାରଖାନା ଅଛି ?

14 / 50

14. ପେରୋସିଲିକନ୍ କାରଖାନା ଓଡ଼ିଶାରେ କେଉଁଠି ଅଛି ?

15 / 50

15. ଓଡ଼ିଶାର ଅର୍କକ୍ଷେତ୍ର କେଉଁଠି ଅବସ୍ଥିତ?

16 / 50

16. ଓଡ଼ିଶାର କଳା ପାଗୋଡ଼ା କାହାକୁ କୁହାଯାଏ?

17 / 50

17. ଓଡ଼ିଶାର କାଶୀ କାହାକୁ କୁହାଯାଏ?

18 / 50

18. ଓଡ଼ିଶାର କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା କିଏ ?

19 / 50

19. ଓଡ଼ିଶାର କେଉଁ ସ୍ଥାନ ଦସ୍ତା ପାଇଁ ପ୍ରସିଦ୍ଧ ?

20 / 50

20. ଓଡ଼ିଶାର ତୁଳସୀ କ୍ଷେତ୍ର କେଉଁଠି ଅବସ୍ଥିତ?

21 / 50

21. ଓଡ଼ିଶାରେ କେବେ ମହାବାତ୍ୟା ହୋଇଥିଲା?

22 / 50

22. ପିପିଲି କାହିଁକି ପ୍ରସିଦ୍ଧ ?

23 / 50

23. ଓଡ଼ିଶାର ସର୍ବାଧିକ ମରୁଡ଼ି ଗ୍ରସ୍ତ ଜିଲ୍ଲା କେଉଁଠି ?

24 / 50

24. କୋଣାର୍କର ସୂର୍ଯ୍ୟ ମନ୍ଦିର କିଏ ନିର୍ମାଣ କରିଥିଲେ?

25 / 50

25. କେଉଁ ମସିହାରେ ଓଡ଼ିଆ ଭାଷା ସରକାରୀ ଭାଷା ଭାବରେ ସ୍ବୀକୃତି ପାଇଥିଲା?

26 / 50

26. ଓଡ଼ିଶାର ଇସ୍ପାତ ସହର କେଉଁଠି ଅବସ୍ଥିତ?

27 / 50

27. ଓଡ଼ିଶାର ଜ୍ୟୋତି ବିହାର କେଉଁଠି ଅବସ୍ଥିତ?

28 / 50

28. ଓଡ଼ିଶାର ଠାକୁରାଣୀ ପାହାଡ଼ରୁ କ’ଣ ମିଳିଥାଏ ?

29 / 50

29. ଓଡ଼ିଶାର ଗଙ୍ଗା କାହାକୁ କୁହାଯାଏ?

30 / 50

30. କେବେ ସମ୍ବଲପୁର ଓଡ଼ିଶା ସହ ମିଶିଥିଲା ?

31 / 50

31. ଓଡ଼ିଶାର ମୁଖ୍ୟ ଫସଲର ନାମ କଣ?

32 / 50

32. ଓଡ଼ିଶାର ଶଙ୍ଖକ୍ଷେତ୍ର କେଉଁଠି ଅବସ୍ଥିତ?

33 / 50

33. ଓଡ଼ିଶାର ସ୍ଵର୍ଣ୍ଣ ତ୍ରିଭୁଜ କାହାକୁ କୁହାଯାଏ?

34 / 50

34. ଉତ୍କଳ ଦୀପିକା ପତ୍ରିକା ର ସମ୍ପାଦକ କିଏ ?

35 / 50

35. ଓଡ଼ିଶାର ଗଦା କ୍ଷେତ୍ର କେଉଁଠି ଅବସ୍ଥିତ?

36 / 50

36. ଓଡ଼ିଶା ଦେଇ ଯାଇଥିବା ରେଳପଥର ନାମ କ'ଣ ?

37 / 50

37. ଓଡ଼ିଶାର ବାଣୀକ୍ଷେତ୍ର କେଉଁଠି ଅବସ୍ଥିତ?

38 / 50

38. ଓଡ଼ିଶାର ଶାବର କ୍ଷେତ୍ର କେଉଁଠି ଅବସ୍ଥିତ?

39 / 50

39. କେଉଁ ସଂକ୍ରାନ୍ତିରେ ଓଡ଼ିଆ ନବବର୍ଷ ପାଳନ କରାଯାଏ?

40 / 50

40. ଓଡ଼ିଶାର ଭାତହାଣ୍ଡି କାହାକୁ କୁହାଯାଏ?

41 / 50

41. ଓଡ଼ିଶାର ପ୍ରଥମ ଫିଲ୍ମର ନାମ କଣ?

42 / 50

42. ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦ ପତ୍ରର ନାମ କଣ?

43 / 50

43. ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" କେବେ ପ୍ରକାଶ ପାଇଥିଲା ?

44 / 50

44. ଓଡ଼ିଶାର ସ୍ୱର୍ଣ୍ଣକ୍ଷେତ୍ର କାହାକୁ କୁହାଯାଏ?

45 / 50

45. ରାଜା ଖାରବେଳ କେଉଁ ବଂଶଜ ?

46 / 50

46. ଓଡ଼ିଶାର ଭଞ୍ଜ ବିହାର କେଉଁଠି ଅବସ୍ଥିତ?

47 / 50

47. ଓଡ଼ିଶାର ଲୋକସଭାର ସଦସ୍ୟ ସଂଖ୍ୟା କେତେ?

48 / 50

48. କେଉଁ ମସିହାରେ ଚିଲିକା ହ୍ରଦକୁ ଭାରତୀୟ ଆର୍ଦ୍ରଭୂମି ରୂପେ ମାନ୍ୟତା ମିଳିଛି ?

49 / 50

49. ଓଡ଼ିଶାର କେଉଁଠାରେ ସ୍ପଞ୍ଜ ଲୁହା କାରଖାନା ଅଛି ?

50 / 50

50. ଓଡ଼ିଶାର କେଉଁଠାରେ ଆଜବେଷ୍ଟସ୍ କାରଖାନା ଅଛି ?

Your score is

Share with your friends.

LinkedIn Facebook Twitter
0%

Advertisements