Advertisements

Odia General Knowledge MCQ Quiz [05]

Odia General Knowledge ସମସ୍ତ ପ୍ରତିଯୋଗୀ ତଥା ସରକାରୀ ନିଯୁକ୍ତି ପରୀକ୍ଷା ଏବଂ ରେଳବାଇ, SSC, ବ୍ୟାଙ୍କ କ୍ଲର୍କ ଇତ୍ୟାଦି ସାଧାରଣ ବର୍ଗରେ ସାଧାରଣ ଜ୍ଞାନ (Odia GK) ଗୁରୁତ୍ୱପୂର୍ଣ୍ଣ |

0%
3040
BEST OF LUCK!!!

GOOD TRY,

Keep Practicing, Keep Improving.


General Knowledge
Advertisements

Odia General Knowledge MCQ Quiz -05 (Odia GK)

ଓଡିଆ ସାଧାରଣ ଜ୍ଞାନ କୁଇଜ୍ -୦୫

1 / 20

1. ଓଡ଼ିଶାର ବାଣୀକ୍ଷେତ୍ର କେଉଁଠି ଅବସ୍ଥିତ?

2 / 20

2. ଓଡ଼ିଶାର ଇସ୍ପାତ ସହର କେଉଁଠି ଅବସ୍ଥିତ?

3 / 20

3. ଓଡ଼ିଶାର ଗଙ୍ଗା କାହାକୁ କୁହାଯାଏ?

4 / 20

4. ଓଡ଼ିଶାର କାଶୀ କାହାକୁ କୁହାଯାଏ?

5 / 20

5. ଓଡ଼ିଶାର ଶଙ୍ଖକ୍ଷେତ୍ର କେଉଁଠି ଅବସ୍ଥିତ?

6 / 20

6. ଓଡ଼ିଶାର ଶାବର କ୍ଷେତ୍ର କେଉଁଠି ଅବସ୍ଥିତ?

7 / 20

7. ଓଡ଼ିଶାର ବ୍ୟାସକ୍ଷେତ୍ର କେଉଁଠି ଅବସ୍ଥିତ?

8 / 20

8. ଓଡ଼ିଶାର ବିହଙ୍ଗ ବିହାର କେଉଁଠି ଅବସ୍ଥିତ?

9 / 20

9. ଓଡ଼ିଶାର କୈଳାସ କେଉଁଠି ଅବସ୍ଥିତ?

10 / 20

10. ଓଡ଼ିଶାର କଳା ପାଗୋଡ଼ା କାହାକୁ କୁହାଯାଏ?

11 / 20

11. ଓଡ଼ିଶାର ଜ୍ୟୋତି ବିହାର କେଉଁଠି ଅବସ୍ଥିତ?

12 / 20

12. ଓଡ଼ିଶାର ଭାତହାଣ୍ଡି କାହାକୁ କୁହାଯାଏ?

13 / 20

13. ଓଡ଼ିଶାର ତୁଳସୀ କ୍ଷେତ୍ର କେଉଁଠି ଅବସ୍ଥିତ?

14 / 20

14. ଓଡ଼ିଶାର ସ୍ଵର୍ଣ୍ଣ ତ୍ରିଭୁଜ କାହାକୁ କୁହାଯାଏ?

15 / 20

15. ଓଡ଼ିଶାର ଗଦା କ୍ଷେତ୍ର କେଉଁଠି ଅବସ୍ଥିତ?

16 / 20

16. ଓଡ଼ିଶାର କାଶ୍ମୀର କାହାକୁ କୁହାଯାଏ?

17 / 20

17. ଓଡ଼ିଶାର ସ୍ୱର୍ଣ୍ଣକ୍ଷେତ୍ର କାହାକୁ କୁହାଯାଏ?

18 / 20

18. ଓଡ଼ିଶାର ଅର୍କକ୍ଷେତ୍ର କେଉଁଠି ଅବସ୍ଥିତ?

19 / 20

19. ଓଡ଼ିଶାର ଭଞ୍ଜ ବିହାର କେଉଁଠି ଅବସ୍ଥିତ?

20 / 20

20. ଓଡ଼ିଶାର ଧଳା ପାଗୋଡ଼ା କାହାକୁ କୁହାଯାଏ?

Your score is

Share with your friends.

LinkedIn Facebook Twitter
0%

Spread the love

Leave a Comment

Your email address will not be published. Required fields are marked *

Advertisements