Odia Medium by Odia Tips

Odia Medium By OdiaTips

Odia Medium By OdiaTips: All Odia Medium Questions With Answers. Which are MCQ (Multiple Choice Questions). For 8th, 9th, and 10th Students.

0%
2886
BEST OF LUCK!!!

GOOD TRY,

Keep Practicing, Keep Improving.


Odisha-GK-Question-and-Answer

Odisha GK Question and Answer (Odisha GK Online Test)

ସାଧାରଣ ଜ୍ଞାନ କୁଇଜ୍

1 / 50

1. ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" କେବେ ପ୍ରକାଶ ପାଇଥିଲା ?

2 / 50

2. ଓଡ଼ିଶା ଦେଇ ଯାଇଥିବା ରେଳପଥର ନାମ କ'ଣ ?

3 / 50

3. ଓଡ଼ିଶାର ବିହଙ୍ଗ ବିହାର କେଉଁଠି ଅବସ୍ଥିତ?

4 / 50

4. ଓଡ଼ିଶାର ବ୍ଲକ୍ ସଂଖ୍ୟା କେତେ ?

5 / 50

5. ଓଡ଼ିଶାର ଶାବର କ୍ଷେତ୍ର କେଉଁଠି ଅବସ୍ଥିତ?

6 / 50

6. ଓଡ଼ିଶାର ପ୍ରଥମ ଫିଲ୍ମର ନାମ କଣ?

7 / 50

7. ଓଡ଼ିଶାର ଧଳା ପାଗୋଡ଼ା କାହାକୁ କୁହାଯାଏ?

8 / 50

8. ପିପିଲି କାହିଁକି ପ୍ରସିଦ୍ଧ ?

9 / 50

9. ଓଡ଼ିଶାର ଅର୍କକ୍ଷେତ୍ର କେଉଁଠି ଅବସ୍ଥିତ?

10 / 50

10. ଓଡ଼ିଶାର ଠାକୁରାଣୀ ପାହାଡ଼ରୁ କ’ଣ ମିଳିଥାଏ ?

11 / 50

11. ଓଡ଼ିଶାର ତୁଳସୀ କ୍ଷେତ୍ର କେଉଁଠି ଅବସ୍ଥିତ?

12 / 50

12. ପେରୋସିଲିକନ୍ କାରଖାନା ଓଡ଼ିଶାରେ କେଉଁଠି ଅଛି ?

13 / 50

13. ଓଡ଼ିଶାର କେଉଁଠି କେନ୍ଦ୍ରିୟ ମାଛଚାଷ ଗବେଷଣା କେନ୍ଦ୍ର ଅଛି ?

14 / 50

14. ଓଡ଼ିଶାର ଗଙ୍ଗା କାହାକୁ କୁହାଯାଏ?

15 / 50

15. ଓଡ଼ିଶାର କୈଳାସ କେଉଁଠି ଅବସ୍ଥିତ?

16 / 50

16. ଓଡ଼ିଶାର ଶଙ୍ଖକ୍ଷେତ୍ର କେଉଁଠି ଅବସ୍ଥିତ?

17 / 50

17. ୧୯୯୧ରେ ଓଡ଼ିଶାର ଜନସଂଖ୍ୟା କେତେ?

18 / 50

18. ଓଡ଼ିଶାର ଭଞ୍ଜ ବିହାର କେଉଁଠି ଅବସ୍ଥିତ?

19 / 50

19. ଓଡ଼ିଶାର କାଶୀ କାହାକୁ କୁହାଯାଏ?

20 / 50

20. ଓଡ଼ିଶାରେ କେବେ ମହାବାତ୍ୟା ହୋଇଥିଲା?

21 / 50

21. ଓଡ଼ିଶାର ଇସ୍ପାତ ସହର କେଉଁଠି ଅବସ୍ଥିତ?

22 / 50

22. ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦ ପତ୍ରର ନାମ କଣ?

23 / 50

23. କେବେ ସମ୍ବଲପୁର ଓଡ଼ିଶା ସହ ମିଶିଥିଲା ?

24 / 50

24. ଓଡ଼ିଶାର ସ୍ଵର୍ଣ୍ଣ ତ୍ରିଭୁଜ କାହାକୁ କୁହାଯାଏ?

25 / 50

25. କେଉଁ ମସିହାରେ ମହା ବାତ୍ୟା ହୋଇଥିଲା ?

26 / 50

26. ଓଡ଼ିଶାର ଜ୍ୟୋତି ବିହାର କେଉଁଠି ଅବସ୍ଥିତ?

27 / 50

27. ଓଡ଼ିଶାର କେଉଁ ସ୍ଥାନ ଦସ୍ତା ପାଇଁ ପ୍ରସିଦ୍ଧ ?

28 / 50

28. ଓଡ଼ିଶାର କେଉଁଠାରେ ସ୍ପଞ୍ଜ ଲୁହା କାରଖାନା ଅଛି ?

29 / 50

29. ଓଡ଼ିଶାର ପ୍ରଥମ ରଙ୍ଗୀନ ଫିଲ୍ମର ନାମ କଣ?

30 / 50

30. ଓଡ଼ିଶାର ମୁଖ୍ୟ ଫସଲର ନାମ କଣ?

31 / 50

31. ଓଡ଼ିଶାର ସ୍ୱର୍ଣ୍ଣକ୍ଷେତ୍ର କାହାକୁ କୁହାଯାଏ?

32 / 50

32. ଓଡ଼ିଶାର କଳା ପାଗୋଡ଼ା କାହାକୁ କୁହାଯାଏ?

33 / 50

33. ଓଡ଼ିଶାର ଲୋକସଭାର ସଦସ୍ୟ ସଂଖ୍ୟା କେତେ?

34 / 50

34. ଓଡ଼ିଶାର ଗଦା କ୍ଷେତ୍ର କେଉଁଠି ଅବସ୍ଥିତ?

35 / 50

35. କେଉଁ ମସିହାରେ ଚିଲିକା ହ୍ରଦକୁ ଭାରତୀୟ ଆର୍ଦ୍ରଭୂମି ରୂପେ ମାନ୍ୟତା ମିଳିଛି ?

36 / 50

36. ଓଡ଼ିଶାର କାଶ୍ମୀର କାହାକୁ କୁହାଯାଏ?

37 / 50

37. ଓଡ଼ିଶାର ବ୍ୟାସକ୍ଷେତ୍ର କେଉଁଠି ଅବସ୍ଥିତ?

38 / 50

38. ଓଡ଼ିଶାର ଭାତହାଣ୍ଡି କାହାକୁ କୁହାଯାଏ?

39 / 50

39. ଓଡ଼ିଶାର ବାଣୀକ୍ଷେତ୍ର କେଉଁଠି ଅବସ୍ଥିତ?

40 / 50

40. ଓଡ଼ିଶାର କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା କିଏ ?

41 / 50

41. ଓଡ଼ିଶାର କେଉଁଠାରେ ଆଜବେଷ୍ଟସ୍ କାରଖାନା ଅଛି ?

42 / 50

42. ମହିମା ଧର୍ମର ପ୍ରତିଷ୍ଠାତା କିଏ ?

43 / 50

43. କେଉଁ ସଂକ୍ରାନ୍ତିରେ ଓଡ଼ିଆ ନବବର୍ଷ ପାଳନ କରାଯାଏ?

44 / 50

44. ସୁନାରୂପା ତାରକସି କାମ ପାଇଁ ଓଡ଼ିଶାର କେଉଁ ସ୍ଥାନ ପ୍ରସିଦ୍ଧ ?

45 / 50

45. କେଉଁ ମସିହାରେ ଓଡ଼ିଆ ଭାଷା ସରକାରୀ ଭାଷା ଭାବରେ ସ୍ବୀକୃତି ପାଇଥିଲା?

46 / 50

46. ଉତ୍କଳ ଦୀପିକା ପତ୍ରିକା ର ସମ୍ପାଦକ କିଏ ?

47 / 50

47. ରାଜା ଖାରବେଳ କେଉଁ ବଂଶଜ ?

48 / 50

48. ଓଡ଼ିଶାର ସର୍ବାଧିକ ମରୁଡ଼ି ଗ୍ରସ୍ତ ଜିଲ୍ଲା କେଉଁଠି ?

49 / 50

49. ସୁନାବେଡ଼ାରେ କେଉଁ କାରଖାନା ଅଛି ?

50 / 50

50. କୋଣାର୍କର ସୂର୍ଯ୍ୟ ମନ୍ଦିର କିଏ ନିର୍ମାଣ କରିଥିଲେ?

Your score is

Share with your friends.

LinkedIn Facebook Twitter
0%

Advertisements