10th Class Odia Medium

10th Class Odia Medium MCQ: All subjects such as 10th Math MCQ, 10th General Science MCQ, 10th History MCQ, 10th Geography MCQ, 10th Odia MCQ, 10th English MCQ, 10th Sanskrit MCQ, and 10th Hindi MCQ all Topics Related MCQ (Multiple Choice Questions) with Answers.

0%
3913
BEST OF LUCK!!!

GOOD TRY,

Keep Practicing, Keep Improving.


Odisha-GK-Question-and-Answer

Odisha GK Question and Answer (Odisha GK Online Test)

ସାଧାରଣ ଜ୍ଞାନ କୁଇଜ୍

1 / 50

1. ଓଡ଼ିଶାର ପ୍ରଥମ ରଙ୍ଗୀନ ଫିଲ୍ମର ନାମ କଣ?

2 / 50

2. ଓଡ଼ିଶାର କେଉଁ ସ୍ଥାନ ଦସ୍ତା ପାଇଁ ପ୍ରସିଦ୍ଧ ?

3 / 50

3. ଓଡ଼ିଶାରେ କେବେ ମହାବାତ୍ୟା ହୋଇଥିଲା?

4 / 50

4. ସୁନାରୂପା ତାରକସି କାମ ପାଇଁ ଓଡ଼ିଶାର କେଉଁ ସ୍ଥାନ ପ୍ରସିଦ୍ଧ ?

5 / 50

5. ଓଡ଼ିଶାର ଧଳା ପାଗୋଡ଼ା କାହାକୁ କୁହାଯାଏ?

6 / 50

6. ୧୯୯୧ରେ ଓଡ଼ିଶାର ଜନସଂଖ୍ୟା କେତେ?

7 / 50

7. ଓଡ଼ିଶାର ତୁଳସୀ କ୍ଷେତ୍ର କେଉଁଠି ଅବସ୍ଥିତ?

8 / 50

8. କେବେ ସମ୍ବଲପୁର ଓଡ଼ିଶା ସହ ମିଶିଥିଲା ?

9 / 50

9. ଓଡ଼ିଶାର ଭଞ୍ଜ ବିହାର କେଉଁଠି ଅବସ୍ଥିତ?

10 / 50

10. ଓଡ଼ିଶାର କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା କିଏ ?

11 / 50

11. ଓଡ଼ିଶାର ବ୍ଲକ୍ ସଂଖ୍ୟା କେତେ ?

12 / 50

12. ସୁନାବେଡ଼ାରେ କେଉଁ କାରଖାନା ଅଛି ?

13 / 50

13. କୋଣାର୍କର ସୂର୍ଯ୍ୟ ମନ୍ଦିର କିଏ ନିର୍ମାଣ କରିଥିଲେ?

14 / 50

14. ଓଡ଼ିଶାର ଠାକୁରାଣୀ ପାହାଡ଼ରୁ କ’ଣ ମିଳିଥାଏ ?

15 / 50

15. କେଉଁ ସଂକ୍ରାନ୍ତିରେ ଓଡ଼ିଆ ନବବର୍ଷ ପାଳନ କରାଯାଏ?

16 / 50

16. ଓଡ଼ିଶାର କେଉଁଠାରେ ଆଜବେଷ୍ଟସ୍ କାରଖାନା ଅଛି ?

17 / 50

17. ଓଡ଼ିଶାର ସ୍ୱର୍ଣ୍ଣକ୍ଷେତ୍ର କାହାକୁ କୁହାଯାଏ?

18 / 50

18. କେଉଁ ମସିହାରେ ଓଡ଼ିଆ ଭାଷା ସରକାରୀ ଭାଷା ଭାବରେ ସ୍ବୀକୃତି ପାଇଥିଲା?

19 / 50

19. ଓଡ଼ିଶାର ଲୋକସଭାର ସଦସ୍ୟ ସଂଖ୍ୟା କେତେ?

20 / 50

20. ରାଜା ଖାରବେଳ କେଉଁ ବଂଶଜ ?

21 / 50

21. ଓଡ଼ିଶାର ଭାତହାଣ୍ଡି କାହାକୁ କୁହାଯାଏ?

22 / 50

22. ମହିମା ଧର୍ମର ପ୍ରତିଷ୍ଠାତା କିଏ ?

23 / 50

23. ଓଡ଼ିଶାର କେଉଁଠି କେନ୍ଦ୍ରିୟ ମାଛଚାଷ ଗବେଷଣା କେନ୍ଦ୍ର ଅଛି ?

24 / 50

24. ଓଡ଼ିଶାର ଗଙ୍ଗା କାହାକୁ କୁହାଯାଏ?

25 / 50

25. ପିପିଲି କାହିଁକି ପ୍ରସିଦ୍ଧ ?

26 / 50

26. ଓଡ଼ିଶାର ସର୍ବାଧିକ ମରୁଡ଼ି ଗ୍ରସ୍ତ ଜିଲ୍ଲା କେଉଁଠି ?

27 / 50

27. ଓଡ଼ିଶାର ଗଦା କ୍ଷେତ୍ର କେଉଁଠି ଅବସ୍ଥିତ?

28 / 50

28. ଓଡ଼ିଶାର ସ୍ଵର୍ଣ୍ଣ ତ୍ରିଭୁଜ କାହାକୁ କୁହାଯାଏ?

29 / 50

29. କେଉଁ ମସିହାରେ ଚିଲିକା ହ୍ରଦକୁ ଭାରତୀୟ ଆର୍ଦ୍ରଭୂମି ରୂପେ ମାନ୍ୟତା ମିଳିଛି ?

30 / 50

30. ଓଡ଼ିଶା ଦେଇ ଯାଇଥିବା ରେଳପଥର ନାମ କ'ଣ ?

31 / 50

31. ଓଡ଼ିଶାର ଅର୍କକ୍ଷେତ୍ର କେଉଁଠି ଅବସ୍ଥିତ?

32 / 50

32. ଓଡ଼ିଶାର କୈଳାସ କେଉଁଠି ଅବସ୍ଥିତ?

33 / 50

33. ଓଡ଼ିଶାର ଇସ୍ପାତ ସହର କେଉଁଠି ଅବସ୍ଥିତ?

34 / 50

34. ଓଡ଼ିଶାର ଜ୍ୟୋତି ବିହାର କେଉଁଠି ଅବସ୍ଥିତ?

35 / 50

35. ଓଡ଼ିଶାର ବାଣୀକ୍ଷେତ୍ର କେଉଁଠି ଅବସ୍ଥିତ?

36 / 50

36. ଓଡ଼ିଶାର କାଶୀ କାହାକୁ କୁହାଯାଏ?

37 / 50

37. ଓଡ଼ିଶାର ବ୍ୟାସକ୍ଷେତ୍ର କେଉଁଠି ଅବସ୍ଥିତ?

38 / 50

38. ଓଡ଼ିଶାର ପ୍ରଥମ ଫିଲ୍ମର ନାମ କଣ?

39 / 50

39. ଓଡ଼ିଶାର କେଉଁଠାରେ ସ୍ପଞ୍ଜ ଲୁହା କାରଖାନା ଅଛି ?

40 / 50

40. ଉତ୍କଳ ଦୀପିକା ପତ୍ରିକା ର ସମ୍ପାଦକ କିଏ ?

41 / 50

41. ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" କେବେ ପ୍ରକାଶ ପାଇଥିଲା ?

42 / 50

42. ଓଡ଼ିଶାର କାଶ୍ମୀର କାହାକୁ କୁହାଯାଏ?

43 / 50

43. ଓଡ଼ିଶାର ବିହଙ୍ଗ ବିହାର କେଉଁଠି ଅବସ୍ଥିତ?

44 / 50

44. ଓଡ଼ିଶାର କଳା ପାଗୋଡ଼ା କାହାକୁ କୁହାଯାଏ?

45 / 50

45. କେଉଁ ମସିହାରେ ମହା ବାତ୍ୟା ହୋଇଥିଲା ?

46 / 50

46. ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦ ପତ୍ରର ନାମ କଣ?

47 / 50

47. ଓଡ଼ିଶାର ମୁଖ୍ୟ ଫସଲର ନାମ କଣ?

48 / 50

48. ଓଡ଼ିଶାର ଶାବର କ୍ଷେତ୍ର କେଉଁଠି ଅବସ୍ଥିତ?

49 / 50

49. ପେରୋସିଲିକନ୍ କାରଖାନା ଓଡ଼ିଶାରେ କେଉଁଠି ଅଛି ?

50 / 50

50. ଓଡ଼ିଶାର ଶଙ୍ଖକ୍ଷେତ୍ର କେଉଁଠି ଅବସ୍ଥିତ?

Your score is

Share with your friends.

LinkedIn Facebook Twitter
0%

Advertisements