9th Class Odia Medium

9th Class Odia Medium MCQ: All subjects such as 9th Math MCQ, 9th General Science MCQ, 9th History MCQ, 9th Geography MCQ, 9th Odia MCQ, 9th English MCQ, 9th Sanskrit MCQ, and 9th Hindi MCQ all Topics Related MCQ (Multiple Choice Questions) with Answers.

0%
3845
BEST OF LUCK!!!

GOOD TRY,

Keep Practicing, Keep Improving.


Odisha-GK-Question-and-Answer

Odisha GK Question and Answer (Odisha GK Online Test)

ସାଧାରଣ ଜ୍ଞାନ କୁଇଜ୍

1 / 50

1. ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" କେବେ ପ୍ରକାଶ ପାଇଥିଲା ?

2 / 50

2. ଓଡ଼ିଶାର ବାଣୀକ୍ଷେତ୍ର କେଉଁଠି ଅବସ୍ଥିତ?

3 / 50

3. ଉତ୍କଳ ଦୀପିକା ପତ୍ରିକା ର ସମ୍ପାଦକ କିଏ ?

4 / 50

4. ଓଡ଼ିଶାର ଗଦା କ୍ଷେତ୍ର କେଉଁଠି ଅବସ୍ଥିତ?

5 / 50

5. କୋଣାର୍କର ସୂର୍ଯ୍ୟ ମନ୍ଦିର କିଏ ନିର୍ମାଣ କରିଥିଲେ?

6 / 50

6. ଓଡ଼ିଶାର ପ୍ରଥମ ରଙ୍ଗୀନ ଫିଲ୍ମର ନାମ କଣ?

7 / 50

7. ଓଡ଼ିଶାର ସର୍ବାଧିକ ମରୁଡ଼ି ଗ୍ରସ୍ତ ଜିଲ୍ଲା କେଉଁଠି ?

8 / 50

8. ଓଡ଼ିଶାର ଗଙ୍ଗା କାହାକୁ କୁହାଯାଏ?

9 / 50

9. ଓଡ଼ିଶାର ଅର୍କକ୍ଷେତ୍ର କେଉଁଠି ଅବସ୍ଥିତ?

10 / 50

10. ଓଡ଼ିଶାର ତୁଳସୀ କ୍ଷେତ୍ର କେଉଁଠି ଅବସ୍ଥିତ?

11 / 50

11. କେଉଁ ସଂକ୍ରାନ୍ତିରେ ଓଡ଼ିଆ ନବବର୍ଷ ପାଳନ କରାଯାଏ?

12 / 50

12. ପେରୋସିଲିକନ୍ କାରଖାନା ଓଡ଼ିଶାରେ କେଉଁଠି ଅଛି ?

13 / 50

13. ଓଡ଼ିଶାର କେଉଁଠାରେ ସ୍ପଞ୍ଜ ଲୁହା କାରଖାନା ଅଛି ?

14 / 50

14. ଓଡ଼ିଶାର କେଉଁଠାରେ ଆଜବେଷ୍ଟସ୍ କାରଖାନା ଅଛି ?

15 / 50

15. ଓଡ଼ିଶାର ବ୍ଲକ୍ ସଂଖ୍ୟା କେତେ ?

16 / 50

16. ଓଡ଼ିଶାର ଭାତହାଣ୍ଡି କାହାକୁ କୁହାଯାଏ?

17 / 50

17. ଓଡ଼ିଶାର ସ୍ଵର୍ଣ୍ଣ ତ୍ରିଭୁଜ କାହାକୁ କୁହାଯାଏ?

18 / 50

18. ଓଡ଼ିଶାର ବ୍ୟାସକ୍ଷେତ୍ର କେଉଁଠି ଅବସ୍ଥିତ?

19 / 50

19. ଓଡ଼ିଶାର କାଶ୍ମୀର କାହାକୁ କୁହାଯାଏ?

20 / 50

20. ସୁନାବେଡ଼ାରେ କେଉଁ କାରଖାନା ଅଛି ?

21 / 50

21. ଓଡ଼ିଶାର ବିହଙ୍ଗ ବିହାର କେଉଁଠି ଅବସ୍ଥିତ?

22 / 50

22. କେଉଁ ମସିହାରେ ଓଡ଼ିଆ ଭାଷା ସରକାରୀ ଭାଷା ଭାବରେ ସ୍ବୀକୃତି ପାଇଥିଲା?

23 / 50

23. ଓଡ଼ିଶାର ପ୍ରଥମ ଫିଲ୍ମର ନାମ କଣ?

24 / 50

24. ଓଡ଼ିଶାର ମୁଖ୍ୟ ଫସଲର ନାମ କଣ?

25 / 50

25. ରାଜା ଖାରବେଳ କେଉଁ ବଂଶଜ ?

26 / 50

26. ଓଡ଼ିଶାର କେଉଁ ସ୍ଥାନ ଦସ୍ତା ପାଇଁ ପ୍ରସିଦ୍ଧ ?

27 / 50

27. ଓଡ଼ିଶାର ଶଙ୍ଖକ୍ଷେତ୍ର କେଉଁଠି ଅବସ୍ଥିତ?

28 / 50

28. ଓଡ଼ିଶାର ଲୋକସଭାର ସଦସ୍ୟ ସଂଖ୍ୟା କେତେ?

29 / 50

29. ପିପିଲି କାହିଁକି ପ୍ରସିଦ୍ଧ ?

30 / 50

30. ଓଡ଼ିଶାର ଭଞ୍ଜ ବିହାର କେଉଁଠି ଅବସ୍ଥିତ?

31 / 50

31. ସୁନାରୂପା ତାରକସି କାମ ପାଇଁ ଓଡ଼ିଶାର କେଉଁ ସ୍ଥାନ ପ୍ରସିଦ୍ଧ ?

32 / 50

32. ଓଡ଼ିଶାର ଜ୍ୟୋତି ବିହାର କେଉଁଠି ଅବସ୍ଥିତ?

33 / 50

33. କେଉଁ ମସିହାରେ ମହା ବାତ୍ୟା ହୋଇଥିଲା ?

34 / 50

34. ଓଡ଼ିଶାର କୈଳାସ କେଉଁଠି ଅବସ୍ଥିତ?

35 / 50

35. ଓଡ଼ିଶାର ଶାବର କ୍ଷେତ୍ର କେଉଁଠି ଅବସ୍ଥିତ?

36 / 50

36. ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦ ପତ୍ରର ନାମ କଣ?

37 / 50

37. କେବେ ସମ୍ବଲପୁର ଓଡ଼ିଶା ସହ ମିଶିଥିଲା ?

38 / 50

38. ଓଡ଼ିଶା ଦେଇ ଯାଇଥିବା ରେଳପଥର ନାମ କ'ଣ ?

39 / 50

39. ଓଡ଼ିଶାର କଳା ପାଗୋଡ଼ା କାହାକୁ କୁହାଯାଏ?

40 / 50

40. ଓଡ଼ିଶାର ଠାକୁରାଣୀ ପାହାଡ଼ରୁ କ’ଣ ମିଳିଥାଏ ?

41 / 50

41. କେଉଁ ମସିହାରେ ଚିଲିକା ହ୍ରଦକୁ ଭାରତୀୟ ଆର୍ଦ୍ରଭୂମି ରୂପେ ମାନ୍ୟତା ମିଳିଛି ?

42 / 50

42. ଓଡ଼ିଶାର କାଶୀ କାହାକୁ କୁହାଯାଏ?

43 / 50

43. ମହିମା ଧର୍ମର ପ୍ରତିଷ୍ଠାତା କିଏ ?

44 / 50

44. ଓଡ଼ିଶାର ସ୍ୱର୍ଣ୍ଣକ୍ଷେତ୍ର କାହାକୁ କୁହାଯାଏ?

45 / 50

45. ୧୯୯୧ରେ ଓଡ଼ିଶାର ଜନସଂଖ୍ୟା କେତେ?

46 / 50

46. ଓଡ଼ିଶାର ଇସ୍ପାତ ସହର କେଉଁଠି ଅବସ୍ଥିତ?

47 / 50

47. ଓଡ଼ିଶାର କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା କିଏ ?

48 / 50

48. ଓଡ଼ିଶାର ଧଳା ପାଗୋଡ଼ା କାହାକୁ କୁହାଯାଏ?

49 / 50

49. ଓଡ଼ିଶାର କେଉଁଠି କେନ୍ଦ୍ରିୟ ମାଛଚାଷ ଗବେଷଣା କେନ୍ଦ୍ର ଅଛି ?

50 / 50

50. ଓଡ଼ିଶାରେ କେବେ ମହାବାତ୍ୟା ହୋଇଥିଲା?

Your score is

Share with your friends.

LinkedIn Facebook Twitter
0%

Advertisements